ନୂଆଦିଲ୍ଲୀ: ରାଜ୍ୟସଭା ସଦସ୍ୟ ଭାବେ ଷଷ୍ଠ ଥର ପାଇଁ ଶପଥ ଗ୍ରହଣ କରିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହ । ରାଜସ୍ଥାନରୁ ନିର୍ବାଚିତ ୮୬ ବର୍ଷୀୟ ଡ. ସିଂହଙ୍କୁ ଶୁକ୍ରବାର ରାଜ୍ୟସଭା ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ଏମ୍. ଭେଙ୍କେୟା ନାଇଡ଼ୁ ନିଜ ପ୍ରକୋଷ୍ଠରେ ଶପଥପାଠ କରାଇଛନ୍ତି । ଏହି କାର୍ଯ୍ୟକ୍ରମରେ କଂଗ୍ରେସର ଅନ୍ତରୀଣ ସଭାପତି ସୋନିଆ ଗାନ୍ଧୀ, ବରିଷ୍ଠ ନେତା ଗୁଲାମନବି ଆଜାଦ, ଅହମ୍ମଦ ପଟେଲ, ଆନନ୍ଦ ଶର୍ମା, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ସମେତ କିଛି ବିଜେପି ନେତା ମଧ୍ୟ ଉପସ୍ଥିତ ଥିଲେ । ମନମୋହନ ପୂର୍ବରୁ କ୍ରମାଗତ ୫ଥର ଆସାମରୁ ରାଜ୍ୟସଭା ସଦସ୍ୟ ରହିଥିଲେ ।
Post Top Ad
Friday, 23 August 2019

ଷଷ୍ଠଥର ପାଇଁ ରାଜ୍ୟସଭା ସଦସ୍ୟ ଭାବେ ଶପଥ ନେଲେ ମନମୋହନ
Post Bottom Ad
Author Details
Templatesyard is a blogger resources site is a provider of high quality blogger template with premium looking layout and robust design. The main mission of templatesyard is to provide the best quality blogger templates which are professionally designed and perfectlly seo optimized to deliver best result for your blog.