ଦୀପାବଳିର ସନ୍ଧ୍ୟାରେ ଶୁଭୋଦୟର ୨ୟ ସଂସ୍କରଣ ଉନ୍ମୋଚିତ - ନୂଆ ଖବର | Nua Khabara | ସମ୍ପୂର୍ଣ୍ଣ ଓଡ଼ିଆରେ ଖବର | Odia News

Send your News to us trough E-Mail: nuaakhabar@gmail.com

ବ୍ରେକିଙ୍ଗ୍ ନ୍ୟୁଜ୍

Home Top Ad

Place Ads Here

Post Top Ad

Monday, 16 November 2020

ଦୀପାବଳିର ସନ୍ଧ୍ୟାରେ ଶୁଭୋଦୟର ୨ୟ ସଂସ୍କରଣ ଉନ୍ମୋଚିତ

Shubhodaya launches 2nd edition on Diwali

ଭଦ୍ରକ
(୧୬ ନଭେମ୍ବର ୨୦୨୦): ଦୀପାବଳି ଅବସରରେ ଓଡ଼ିଆ ଇ-ପତ୍ରିକା ଶୁଭୋଦୟର ୨ୟ ସଂସ୍କରଣ ଉନ୍ମୋଚିତ ହୋଇଯାଇଛି । ଶୁଭପଲ୍ଲବ ପ୍ରକାଶନୀ ଦ୍ୱାରା ପ୍ରକାଶ ପାଉଥିବା ଏହି ମାସିକ ଇ-ପତ୍ରିକାଟିର ୨ୟ ସଂସ୍କରଣରେ ସମୁଦାୟ ୧୪ଟି ବଛାବଛା ଗପ, କବିତା ଆଦି ପ୍ରକାଶ ପାଇଛି ।

ଏହି ସଂସ୍କରଣଟିର କଭର୍ ଫଟୋରେ ଦୀପାବଳି ଥିମ୍‌କୁ ନେଇ ଏକ ଚାନ୍ଦିନୀ ରଣାଙ୍କ ଏକ ଫଟୋ ସ୍ଥାନିତ କରାଯାଇଛି । ପତ୍ରିକାଟିର ସମ୍ପାଦନା କାର୍ଯ୍ୟ ତୁଲାଇଛନ୍ତି ଶୁଭପଲ୍ଲବ ପ୍ରତିଷ୍ଠାତା ସଂଗ୍ରାମ କେଶରୀ ସେନାପତି । ଏହି ପତ୍ରିକାଟି ଶୁଭପଲ୍ଲବ ୱେବ୍‌ସାଇଟ୍ ସହିତ ଆନ୍ତର୍ଜାତୀୟ ରିଡିଂ ସାଇଟ୍ ମାଗ୍‌ଜ୍‌ଟର୍‌ରେ ମୁକ୍ତ ଭାବରେ ଉପଲବ୍ଧ ହେଉଛି ।

Post Bottom Ad