ମାନ୍ୟବର ରାଷ୍ଟ୍ରପତିଙ୍କ ଦ୍ୱାରା ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁର ସ୍ୱତନ୍ତ୍ର ରଥଯାତ୍ରା ସଂସ୍କରଣ ଉନ୍ମୋଚନ - ନୂଆ ଖବର | Nua Khabara | ସମ୍ପୂର୍ଣ୍ଣ ଓଡ଼ିଆରେ ଖବର | Odia News

Send your News to us trough E-Mail: nuaakhabar@gmail.com

ବ୍ରେକିଙ୍ଗ୍ ନ୍ୟୁଜ୍

Home Top Ad

Place Ads Here

Post Top Ad

Sunday, 7 July 2024

ମାନ୍ୟବର ରାଷ୍ଟ୍ରପତିଙ୍କ ଦ୍ୱାରା ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁର ସ୍ୱତନ୍ତ୍ର ରଥଯାତ୍ରା ସଂସ୍କରଣ ଉନ୍ମୋଚନ

Utkala Prasanga and Odisha Review Inauguration by President of India

ଭୁବନେଶ୍ୱର (୭ ଜୁଲାଇ ୨୦୨୪): ରଥଯାତ୍ରା, ୨୦୨୪ ଅବସରରେ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଶ୍ରୀଯୁକ୍ତ ରଘୁବର ଦାସ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁର ସ୍ୱତନ୍ତ୍ର ରଥଯାତ୍ରା ସଂସ୍କରଣ ଉନ୍ମୋଚନ କରିଛନ୍ତି । ଏହି ଅବସରରେ, କେନ୍ଦ୍ର ମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଓ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ସମେତ ଅନ୍ୟାନ୍ୟ ବିଶିଷ୍ଟ ଅତିଥିଗଣ ଉପସ୍ଥିତ ଥିଲେ ।


Post Bottom Ad