"ହର୍ ଘର୍ ତିରଙ୍ଗା" ପାଇଁ ଆହ୍ୱାନ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ - ନୂଆ ଖବର | Nua Khabara | ସମ୍ପୂର୍ଣ୍ଣ ଓଡ଼ିଆରେ ଖବର | Odia News

Send your News to us trough E-Mail: nuaakhabar@gmail.com

ବ୍ରେକିଙ୍ଗ୍ ନ୍ୟୁଜ୍

Home Top Ad

Place Ads Here

Post Top Ad

Sunday, 11 August 2024

"ହର୍ ଘର୍ ତିରଙ୍ଗା" ପାଇଁ ଆହ୍ୱାନ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Har Ghar Triranga program in India

ଭୁବନେଶ୍ୱର (୧୧ ଅଗଷ୍ଟ ୨୦୨୪): ସ୍ୱାଧୀନତାର ୭୭ତମ ବର୍ଷପୂର୍ତ୍ତି ପାଳନ ଅବସରରେ ସମଗ୍ର ଦେଶରେ "ହର୍ ଘର୍ ତିରଙ୍ଗା" ଅଭିଯାନ ଆରମ୍ଭ ହୋଇଥିବା ପରିପ୍ରେକ୍ଷୀରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସମସ୍ତ ଓଡ଼ିଶାବାସୀଙ୍କୁ ଏହି ଅଭିଯାନରେ ଯୋଗ ଦେବା ପାଇଁ ଅନୁରୋଧ କରିଛନ୍ତି ।


ସମସ୍ତେ ନିଜ ଘରେ ଜାତୀୟ ପତାକା ଉତ୍ତୋଳନ କରନ୍ତୁ ଏବଂ ଏହାର ସେଲ୍‌ଫି ଉଠାଇ ହରଘର ତିରଙ୍ଗା ପୋର୍ଟାଲ୍‌ରେ ଅପଲୋଡ଼ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।


Post Bottom Ad